ସଭ୍ୟ ଓ ଉନ୍ନତ ଦେଶମାନଙ୍କର ବିଳାସପୂର୍ଣ୍ଣ ଜୀବନଶୈଳୀ, ଅପରିଣାମଦର୍ଶୀ ଶିଳ୍ପାୟନ ଓ ସହରୀକରଣ ଏବଂ ପରିବେଶ-ପ୍ରତିକୂଳ ବିକାଶ ଯୋଜନାମାନ ଜଳବାୟୁକୁ କ୍ରମଶଃ ଉଗ୍ର ଓ ଅସ୍ୱାଭାବିକ କରିଚାଲିଛି । ଜଳବାୟୁର ଅସ୍ୱାଭାବିକ ପରିବର୍ତ୍ତନର ପ୍ରଭାବ ଜଳ, ସ୍ଥଳ ଆକାଶକୁ ଆଚ୍ଛାଦିତ କରିବା ସହିତ ଧରିତ୍ରୀର ଅମ୍ଳଜାନର ଉତ୍ସ ସବୁଜ...

read more